ଅର୍ଥତତ୍ୱ ଚିଟଫଣ୍ଡ ଠକେଇ ମାମଲାରେ ଇଡିରେ ହାଜର ହେଲେ ପ୍ରଭାତ

ଅର୍ଥତତ୍ୱ ଚିଟଫଣ୍ଡ ଠକେଇ ମାମଲାରେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ଇଡିରେ ହାଜର ହୋଇଛନ୍ତି।

ଅର୍ଥତତ୍ବ ସଂସ୍ଥାରୁ ଆସିଥିବା ବେଆଇନ ଆର୍ଥିକ କାରାବରକୁ ନେଇ ତାଙ୍କୁ ଇଡି ଜେରା କରୁଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes