ଅର୍ଥନୀତି ବିଭାଗର ସମ୍ମାନ ପାଠ୍ୟକ୍ରମର ନୂତନ ଛାତ୍ରଛାତ୍ରୀମାନଙ୍କୁ ସ୍ଵାଗତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ଅର୍ଥନୀତି ବିଭାଗର ସମ୍ମାନ ପାଠ୍ୟକ୍ରମରେ ନୂତନ ଭାବେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନଙ୍କୁ ସ୍ଵାଗତ ଜଣେଇ ଏକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।

ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଦାମ ଚରଣ ସାହୁ ଏଥିରେ ଅଧ୍ୟକ୍ଷତା କରିଥିଲେ । ଏଥିରେ ଅଧ୍ୟାପକ ବିଜୟ ପୁରୋହିତ ମୁଖ୍ୟ ବକ୍ତା ଓ ଅଧ୍ୟାପକ ଶିବ ପୁରୋହିତ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଅର୍ଥନୀତି ପାଠ୍ୟକ୍ରମର ଉପାଦେୟତା ଓ ଏଥିରେ କେରିଅର ଗଠନ ଉପରେ ଆଲୋଚନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes