ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ସ୍ଥିତ ବୀରମହାରାଜପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes