ଅଷ୍ଟ ପ୍ରହରୀ ନାମ ଯଜ୍ଞ ଉଦଯାପିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ଚମ୍ପାପୁର ଠାରେ ଗତ କାଲି ଅନୁଷ୍ଠିତ ହୋଇଥିବା ଅଷ୍ଟ ପ୍ରହରୀ ନାମ ଯଜ୍ଞ ଆଜି ଉଦଯାପିତ ହୋଇଯାଇଛି। ଏଥିରେ ପୂଜକ ଘନଶ୍ୟାମ ସାମନ୍ତରା ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ଗ୍ରାମବାସୀ ସହଯୋଗ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes