ଅଷ୍ଟ ପ୍ରହରୀ ନାମ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ କୁଡାପଡ ଠାରେ ଆସନ୍ତା ୨୧ ତାରିଖ ଦିନ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଓ ସୁନ୍ଦରାକାଣ୍ଡ ପରାୟଣ ପାଇଁ ଆଜି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗ୍ରାମର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes