ଅଷ୍ଟ ପ୍ରହରୀ ନାମ ଯଜ୍ଞ ପାଇଁ କଳସ ଶୋଭା ଯାତ୍ରା

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ଡୁଙ୍ଗୁରୀ ଗ୍ରାମରେ ପୂର୍ବତନ ବିଧାୟକ ସ୍ବର୍ଗତ ବୈଷ୍ଣବ ପଧାନଙ୍କ ୨୦ ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ୨୪ ପ୍ରହରୀ ନାମ ଯଜ୍ଞ ପାଇଁ ଆଜି କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂଜକ ସଦାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ବିନୋବାନନ୍ଦ ପଧାନ ଧର୍ମପତ୍ନୀ ସୁନିତା ପଧାନ କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes