ଅସିତ ତ୍ରିପାଠୀ ହେଲେ ଭୁବନେଶ୍ୱର କ୍ଲବ ସଭାପତି

ବରିଷ୍ଠ ଆଇଏଏସ ଅଫିସର ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି l ଉପସଭାପତି ଭାବେ ମହେନ୍ଦ୍ର ଗୁପ୍ତା ବିଜୟୀ ହୋଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes