ଅହିଂସା ରଥ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆରେ ଅହିଂସା ରଥର ଶୁଭାରମ୍ଭ କରିଛନ୍ତି l ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ଓ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ସମ୍ପର୍କରେ ତଥ୍ୟ ପ୍ରଦାନ କରୁଥିବା ଏହି ରଥ ଅକ୍ଟୋବର 2 ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲ୍ଲା ପରିକ୍ରମା କରିବ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version