ଆଇଆଇଏମସିରେ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ

ଭାରତୀୟ ଜନସଞ୍ଚାର ସଂସ୍ଥାନ -ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଆଜି ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଆଇଆଇଏମସି ଓ ଅକ୍ଷର ଫାଉଣ୍ଡେସନ ପକ୍ଷରୁ ସାମ୍ପ୍ରତିକ ସ୍ଥିତିରେ ଓଡ଼ିଆ ଭାଷା ସାମ୍ବାଦିକତା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version