ଆଇଏଏସସ୍ତରରେ ଅଦଳବଦଳ; ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ ହେଲେ ସୁରେଶ କୁମାର ବଶିଷ୍ଠ

ରାଜ୍ୟ ବିଜ୍ଞାନ ଓ ବୈଷୟିକ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିବା ୧୯୯୮ ବ୍ୟାଚ୍ ଆଇଏଏସ୍ ସୁରେଶ କୁମାର ବଶିଷ୍ଠଙ୍କୁ ରାଜ୍ୟ ସରକାର ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ ଭାବେ ଅବସ୍ଥାପିତ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes