ଆଇଏଏସସ୍ତରରେ ଅଦଳବଦଳ; ଶୁଭା ଶର୍ମା ହେଲେ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ

୧୯୯୯ ବ୍ୟାଚ୍ ଆଇଏଏସ୍ ଶୁଭା ଶର୍ମାଙ୍କୁ ରାଜ୍ୟ ସରକାର ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଭାବେ ନିଯୁକ୍ତି ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version