ଆଇଏଏସ୍ ଗୁହା ପୁନମ ତାପସ କୁମାରଙ୍କୁ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ଦାୟିତ୍ୱ

୨୦୦୮ ବ୍ୟାଚ୍ ଆଇଏଏସ୍ ଗୁହା ପୁନମ ତାପସ କୁମାରଙ୍କୁ ରାଜ୍ୟ ସରକାର ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ।

ସେ ଓରମାସ୍ ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes