ଆଇନଜୀବୀଙ୍କ ଆନ୍ଦୋଳନକୁ ସମର୍ଥନ କରି ଧାରଣାରେ ବସିଲେ ବିରୋଧୀଦଳ ନେତା

ସମ୍ବଲପୁରରେ ହାଇକୋର୍ଟ ବେଞ୍ଚ ସ୍ଥାପନ ଦାବିରେ ଆଇନଜୀବୀଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ଏହାକୁ ସମର୍ଥନ କରି ଧାରଣାରେ ବସିଛନ୍ତି ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଓ ବିଧାୟକ ନାଉରୀ ନାଏକ।

ଫଳରେ କଚେରି ଛକ ଓ କୋର୍ଟ ପରିସରରେ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version