ଆଇନଜୀବୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା ବାର୍ ଆସୋସିଏସନର ପୂର୍ବତନ ସଭାପତି ରମେଶ ବଳଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ତାଙ୍କ ବାସଭବନରୁ ଉଦ୍ଧାର ହୋଇଛି।

ପୁଲିସ ଘଟଣାର ତଦନ୍ତ କରୁଛି। ସେ ବହୁବାର ବାର୍ ‌ଆସୋସିଏସନ ସଭାପତି ଭାବେ ନିର୍ବାଚିତ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes