ଆଈକୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ୨ ନାତି

ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା କେଲବଳମ ଗାଁରେ ଏହି ଘଟଣା ଘଟିଛି।

ଆଈକୁ ଜମିବାଡ଼ି ବିବାଦରୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ୨ ନାତି ଫେରାର ଥିବାବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes