ଆଉ ସପ୍ତାହେ ଜାରି ରହିବ ବର୍ଷା

ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି l

ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ଆସନ୍ତା ୧୭ ତାରିଖ ଯାଏ କେତେକ ସ୍ଥାନରେ ମଧ୍ୟମ ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ଓ ବିଶେଷକରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes