ଆଉ 3-4ଦିନ ଲାଗିରହିବ ବର୍ଷା

ଉତ୍ତର ଓଡିଶା ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମେଘୁଆ ପାଗ ସହ ବର୍ଷା ଲାଗିରହିଥିବା ବେଳେ ଆଉ 3-4ଦିନ ଏଭଳି ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା l

ଏନେଇ ଜୁଲାଇ ୧୬ ଯାଏ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes