ଜେଟ୍ ଏରିନା ପକ୍ଷରୁ ଆକାଶ ଏୟାର ଲାଇନ୍ସ ଓଡ଼ିଶାରେ ଆରମ୍ଭ କରିବ ବିମାନ ସେବା। ଏହି ସେବା ଆସନ୍ତା ଏପ୍ରିଲ ୧୭ ତାରିଖଠାରୁ ଆରମ୍ଭ ହେବ ବୋଲି କମ୍ପାନୀ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।
ବେଙ୍ଗାଳୁରୁରୁ ଭୁବନେଶ୍ୱର ଓ ଭୁବନେଶ୍ୱରରୁ ପୁଣେ ଏବଂ ପୁଣେରୁ ଭୁବନେଶ୍ୱରକୁ ମଧ୍ୟ ଉଡ଼ିବ ବିମାନ।
Credible Local News of Odisha