ଆଗାମୀ ୧୨ଘଣ୍ଟା ମଧ୍ୟରେ ଅବପାତ ଆଶଙ୍କା

ସୁଦୃଶଃ ଲଘୁଚାପ କ୍ଷେତ୍ର ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ବେଳେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।

ଏ ନେଇ ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes