ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ ଲଘୁଚାପ

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବା ବେଳେ ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ଅଛି।

ଲଘୁଚାପ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes