ଆଗାମୀ ୩ ଦିନରେ ରାଜ୍ୟର ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ଆଶଙ୍କା

ଆଗାମୀ ୩ ଦିନ ମଧ୍ୟରେ ଦିନ ତାପମାତ୍ରା ରାଜ୍ୟର ଅନେକ ସ୍ଥାନରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କହିଛି।

ଉପକୂଳ ଓଡ଼ିଶାରେ କିଛି ଅଞ୍ଚଳରେ ଗୁଳୁଗୁଳି ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes