ଆଗାମୀ ୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଲାଗି ପାଗ ଅନୁକୂଳ ରହିଥିବା ବେଳେରାଜ୍ୟରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes