ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବାବେଳେ ୨୬ରେ ପଶ୍ଚିମା ଝଡ଼ ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ପୁରୀ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ୨୭ରେ ୧୧ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes