ଆଜିଠାରୁ ଚାରି ମାସ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ

ବର୍ଷା ଋତୁରେ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶିମିଳିପାଳ ଜାତୀୟ ଉଦ୍ୟାନକୁ ଆଜିଠାରୁ ଚାରି ମାସ ପାଇଁ ବନ୍ଦ ରଖାଯିବ ବୋଲି କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes