ଆଜିଠାରୁ ରାଜ୍ୟରେ କମିବ ଲଘୁଚାପ ବର୍ଷାର ପରିମାଣ; ୧୮ରୁ ପୁଣି ରାଜ୍ୟରେ ବର୍ଷା

ଲଘୁଚାପ ମଧ୍ୟପ୍ରଦେଶ ଆଡକୁ ଯିବା ପରେ ଆଜିଠାରୁ ରାଜ୍ୟରେ ଲଘୁଚାପ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ହେଲେ ସକ୍ରିୟ ମୌସୁମୀ ଯୋଗୁଁ ୨ ଦିନ ଯାଏଁ କିଛି ଅଞ୍ଚଳରେ ବର୍ଷା ହୋଇପାରେ। ଆସନ୍ତା ୧୮ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ଥିବାରୁ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes