ଆଜିଠୁ ଅନେକ ଜିଲ୍ଲାରେ ତାପମାତ୍ରା ବୃଦ୍ଧି ପାଇବ

ଆଜିଠୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି l ଅନେକ ଜିଲ୍ଲାରେ ତାପମାତ୍ରା 3 ରୁ 5 ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଚେତାବନୀ ଦିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes