ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ

କେନ୍ଦ୍ର ରେଳ,ଯୋଗାଯୋଗ , ଇଲକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ।

ସେ କୋଣାର୍କରେ ହେବାକୁଥିବା ଜୁନ ୨୧ତାରିଖ ଆନ୍ତର୍ଜାତୀୟ ଯୋଗ ଦିବସ ଅଵସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି କାର୍ଯ୍ୟକ୍ରମ ସକାଳ ୬ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୮.୩୦ପର୍ଯ୍ୟନ୍ତ ଚାଲିବ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes