ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦିନ ୧୧ଟା ୪୫ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ ରାଷ୍ଟ୍ରପତି ।

ଅପରାହ୍ନରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ହେବେ ସାମିଲ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes