ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

୩ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଖୋଲିଛି।

କୁମ୍ଭୀର ପ୍ରଜନନ ପାଇଁ ମେ’ ୧ରୁ ଜୁଲାଇ ୩୧ ଯାଏଁ ବନ୍ଦ ଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes