ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ମିଳିଛି।

ପର୍ଯ୍ୟଟକମାନେ ବାରିପଦା ପଟୁ ପିଠାବଟା ଗେଟ୍ ଏବଂ ଯଶିପୁର ପଟୁ କାଳିଆଣି ଗେଟ୍ ଦେଇ ପ୍ରବେଶ କରିପାରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes