ଆଜିଠୁ ବଢ଼ିପାରେ ବର୍ଷା,୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ଏବଂ ପଶ୍ଚିମ ଓଡିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି l

ଆସନ୍ତା 24ଘଣ୍ଟା ମଧ୍ୟରେ ଜଗତସିଂହପୁର, ପୁରୀ, ଢେଙ୍କାନାଳ, ଅନୁଗୁଳ,କଟକ, ସମ୍ବଲପୁର, ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version