ଆଜିଠୁ ରାଜ୍ୟରେ ପୁଣି କୋଭିଡ ଟିକାକରଣ ଆରମ୍ଭ

ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପୂର୍ବ ପରି ଆଜିଠୁ କୋଭିସିଲ୍ଡ ଟିକା ଦିଆଯିବ।

ବର୍ତ୍ତମାନ ସୁଦ୍ଧା ମାତ୍ର ୪୦ ପ୍ରତିଶତ ବୁଷ୍ଟର ଡୋଜ୍ ନେଇଛନ୍ତି। ସଂକ୍ରମଣ ବଢୁଥିବାରୁ ଟିକା ନେବାକୁ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes