ଆଜିଠୁ ଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା

ଆଜି ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ପବିତ୍ର ଅକ୍ଷୟତୃତୀୟରେ ଅନୁଷ୍ଠିତ ହେବ ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି ।

ମହାରଣା ଓ ସେବାୟତଙ୍କ ପକ୍ଷରୁ ଡଙ୍ଗା ସଜ୍ଜା ଚାଲିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes