ଆଜିଠୁ ହରିଶଙ୍କର ମହୋତ୍ସବ

ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାଦଦେଶରେ ଥିବା ହରିଶଙ୍କର ପୀଠରେ ଆଜିଠୁ ଆରମ୍ଭ ହେବ ନୃସିଂହ ମେଳା ବା ହରିଶଙ୍କର ମହୋତ୍ସବ ।

ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି ।ଏହା ତିନିଦିନ ଧରି ଚାଲିବ ବୋଲି କମିଟି ପକ୍ଷରୁ ସୂଚନା ମିଳିଛି ।୩ଦିନ ଧରି ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes