ଆଜିଠୁ ୧୩ ଯାଏଁ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ

ଆଜି ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ।

ପରଲୋକଗତ ପୂର୍ବତନ ବିଧାୟକ ଓ ଅନ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଆଗତ ହେବ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। ୮ ତାରିଖରେ ଉପସ୍ଥାପିତ ହେବ କାମଚଳା ବଜେଟ୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes