ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଦିନ ୩ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ଏବଂ ଆସନ୍ତାକାଲି ମହାପ୍ରଭୁଙ୍କୁ ଦର୍ଶନ କରିବେ।

୨୩ରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes