ଆଜି ଅଁଳା ନବମୀ, ରାଧାରାଣୀଙ୍କ ପାଦ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ ସାକ୍ଷୀଗୋପାଳ ମନ୍ଦିରରେ ଭକ୍ତମାନେ ସିଂହଦ୍ୱାର ଦେଇ ପ୍ରବେଶକରି ଠାକୁରଙ୍କୁ ଦର୍ଶନ କରୁଛନ୍ତି ।

ଦର୍ଶନ କରିବା ପରେ ଉତ୍ତରଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି ଶ୍ରଦ୍ଧାଳୁ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes