ଆଜି ଓଡିଶା ଆସୁଛନ୍ତି ଚେଲା କୁମାର

ରାଜ୍ୟରେ ପିସିସି ସଭାପତି ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଜି କଂଗ୍ରେସ ଓଡିଶା ପ୍ରଭାରୀ ଚେଲା କୁମାର ଓଡ଼ିଶା ଗସ୍ତରେ ଆସୁଛନ୍ତି ।

ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳର ବିପର୍ଯ୍ୟୟ ଓ ନେତୃତ୍ୱ ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes