ଆଜି ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ ଓ ସାଂସଦ ଉପସ୍ଥିତ ରହିବେ। ଟ୍ରେନ୍‌ଟି ପୁରୀ-ହାୱଡା ମଧ୍ୟରେ ଚଳାଚଳ କରିବ କେବଳ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes