ଆଜି ଠାରୁ କାଳବୈଶାଖୀ ସକ୍ରିୟ

କାଳବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଦିନ ତାପମାତ୍ରା ସାମାନ୍ୟ ତଳକୁ ଖସିବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes