ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ ତମ ପୁଣ୍ୟ ଜୟନ୍ତୀ

ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ ତମ ପୁଣ୍ୟ ଜୟନ୍ତୀ ଅବସରରେ କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସୁବାଷ ବୋଷଙ୍କ ଜୟନ୍ତୀ ପାଳନ ପାଇଁ ଚଳଚଞ୍ଚଳ ହୋଇଛି କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରହାଳୟ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes