ଆଜି ପବିତ୍ର ମହାଳୟା, ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ୱରୀ

ଆଜି ପବିତ୍ର ମହାଳୟା ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ।

ବର୍ଷସାରା, ମା’ ସମଲେଇ  ସିନ୍ଦୁର ରଙ୍ଗରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ, କେବଳ ମହାଳୟା ଦିନ ମା’ ଧବଳମୁଖୀ ବେଶରେ ଦର୍ଶନ ଦିଅନ୍ତି।ଏହାକୁ ଗଙ୍ଗା ଦର୍ଶନ ବେଶ ତଥା ମହା ସରସ୍ଵତୀ ବେଶ ବୋଲି କୁହାଯାଇଥାଏ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes