ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବାକୁ ଥିବାବେଳେ ଅପରାହ୍ଣ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ। 

www. bseodisha.ac.in ୱେବ୍‌ସାଇଟ୍‌ରେ ଛାତ୍ରଛାତ୍ରୀ ରେଜଲ୍ଟ ଚେକ୍‌ କରିପାରିବେ। SMS ମାଧ୍ୟମରେ ମଧ୍ୟ ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ। OR10 ଲେଖି ସ୍ପେଶ୍‌ ଦେବା ପରେ ନିଜ ରୋଲ୍ ନମ୍ବରକୁ ଟାଇପ୍‌ କରି 5676750 ନମ୍ବରକୁ ପଠାଇ ଜାଣିପାରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes