ଆଜି ବସିବ ରାଜ୍ୟ କ୍ୟାବିନେଟ,ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ l ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଷ୍ପତ୍ତି ନିଆଯାଇପାରେ ବୋଲି ସୂଚନା ମିଳିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes