ଆଜି ବସିବ ସର୍ବଦଳୀୟ ବୈଠକ

ଜୁଲାଇ ୨ରୁ ବିଧାସସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଅଧିବେସନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ ।

ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସବୁ ଦଳର ନେତା ଯୋଗଦେବେ । ଜୁଲାଇ ୨ରୁ ଅଗଷ୍ଟ ୪ପର୍ଯ୍ୟନ୍ତ ଚାଲିବ ଗୃହ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes