ଆଜି ବାଲେଶ୍ୱର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ଵରରେ ଦୁଇ ହଜାର କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବା ସହ ଶୋଭାରମପୁରଠାରେ ରେଳୱେ ଫ୍ଲାଏ ଓଭରବ୍ରିଜ୍ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।

କାର୍ଯ୍ୟକ୍ରମକୁ ବାଲେଶ୍ୱର ସାଂସଦଙ୍କୁ ନିମନ୍ତ୍ରଣ କରାଯାଇନଥିବାରୁ ବିଜେଡି ଉପରେ ବର୍ଷିଛି ବିଜେପି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes