ଆଜି ବିଜ୍ଞାପନରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ନ ରହିବା ଦୁର୍ଭାଗ୍ୟଜନକ: ଧର୍ମେନ୍ଦ୍ର

ବିମାନ ଶୁଭାରମ୍ଭ କାର୍ଯ୍ୟକ୍ରମରେ ବିଜ୍ଞାପନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ନ ରହିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ରାଜନୈତିକ ଦ୍ୱନ୍ଦ୍ୱ ରହିବ, କିନ୍ତ ରାଜ୍ୟ ସ୍ୱାର୍ଥ କଥା ଉଠିଲେ ଏକାଠି ହେବା, ବାଲିରେ ଥିବାବେଳେ ପ୍ରଧାନମନ୍ତ୍ରୀ ବାଲିଯାତ୍ରା କଥା ଉଠାଇଥିଲେ, ଅନ୍ତର୍ଜାତୀୟ ମଞ୍ଚରେ ପ୍ରଧାନମନ୍ତ୍ରୀ ଓଡ଼ିଶା କଥା ଉଠାଇଲେ, କିନ୍ତୁ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ମଧ୍ୟ ଦେଲେନି, ଆଜି ବିଜ୍ଞାପନରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ରହିଥିଲେ ଭଲ ହୋଇଥାଆନ୍ତା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes