ଆଜି ବିଧାନସଭାରେ ଉପସ୍ଥାପନ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍

ବିଜେଡି ସରକାରଙ୍କ ପଞ୍ଚମ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍‌ ଅପରାହ୍ନ ୪ଟାରେ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ।

ଫୋକସରେ ଶିକ୍ଷା, ସ୍ବାସ୍ଥ୍ୟ ସହିତ ଭିତ୍ତିଭୂମି ବିକାଶ ରହିଛି।ନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ ପାଇଁ ଆସିପାରେ ଲୋଭନୀୟ ସ୍କିମ୍‌।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes