ଆଜି ବିଧାନସଭାର ବାଚସ୍ପତି ନିର୍ବାଚନ

ଆଜି ଓଡିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ ସେଥିପାଇଁ ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି ।୧୦.୩୦ ରେ ଗୃହ କାର୍ଯ୍ୟ ଆରମ୍ଭ ହେବ ।

ବାଚସ୍ପତି ନିର୍ବାଚନ ପରେ ଗୃହ ମୁଲତବୀ ରହିବ ।ବାଚସ୍ପତି ସୂର୍ଯ୍ୟ ନାରାୟଣ ପତ୍ର ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଗତ ୪ତାରିଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ।ତେବେ ବିଜେଡି ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ଭାବେ ବିକ୍ରମ କେଶରୀ ଆରୁଖ ନାମ ଘୋଷଣା କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes