ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ପାରମ୍ପରିକ ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବ। ଆଜି ଅପରାହ୍ନ ୫ଟାରୁ ରାତ୍ରି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes